അർത്ഥം : ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ
ഉദാഹരണം :
ଆମେରିକାରେ ଦାସ ମୁକ୍ତିର ଶ୍ରେୟ ଆବ୍ରାହମ ଲିଙ୍କନଙ୍କୁ ଦିଆଯାଏ
പര്യായപദങ്ങൾ : ଉଦ୍ଧାର, ବନ୍ଧନ, ବିମୁକ୍ତି, ମୁକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
मुक्त करने या होने की अवस्था या भाव।
अमरीका में दासों की मुक्ति का श्रेय अब्राहम लिंकन को दिया जाता है।The condition of being free. The power to act or speak or think without externally imposed restraints.
freedomഅർത്ഥം : ଦାୟିତ୍ବ, ଦେଣା ଆଦିରୁ ମୁକୁଳିବାର ଅବସ୍ଥା ବା ଭାବ
ഉദാഹരണം :
ଅତିରିକ୍ତ କରଜରୁ ମୁକୁଳିବା ପାଇଁ ଘର ବିକିବା ଛଡା ଅନ୍ୟ ଗତିନାହିଁ
പര്യായപദങ്ങൾ : ମୁକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
ഉദാഹരണം :
କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
പര്യായപദങ്ങൾ : ବନ୍ଧନ ମୁକ୍ତ, ବିମୁକ୍ତି, ମୁକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।
किसी भी प्रकार के बंधन से मुक्ति की आकांक्षा हर एक की होती है।