അർത്ഥം : ସୂର୍ଯ୍ୟ ବା ଚନ୍ଦ୍ରମାଙ୍କ ଚାରି ପଟେ ଦେଖାଯାଉଥିବ ପରିଧି ବା ପରିବେଶ
ഉദാഹരണം :
ସୂର୍ଯ୍ୟ ମଣ୍ଡଳରେ କେତେକ ଗ୍ରହ ବୁଲୁଥାନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
A solid figure bounded by a spherical surface (including the space it encloses).
sphereഅർത്ഥം : କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
ഉദാഹരണം :
ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
ഉദാഹരണം :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
പര്യായപദങ്ങൾ : ଦଳ, ମଣ୍ଡଳି, ଯୂଥ
മറ്റ് ഭാഷകളിലേക്കുള്ള വിവർത്തനം :
ऐसे व्यक्तियों का वर्ग या समूह जो किसी विशिष्ट (अच्छा या बुरा) उद्देश्य की सिद्धि के लिए सङ्घटित हुआ हो और मिल कर काम करता हो।
आजकल समाज में नित्य नये-नये दलों का उदय हो रहा है।അർത്ഥം : ଭୂଗୋଳରେ ଗରମ ଓ ଥଣ୍ଡା ଭିତ୍ତିରେ କରାଯାଇଥିବା ପୃଥିବୀର ପାଞ୍ଚ ଭାଗରୁ ଗୋଟିଏ ଭାଗ
ഉദാഹരണം :
ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି
പര്യായപദങ്ങൾ : ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ
മറ്റ് ഭാഷകളിലേക്കുള്ള വിവർത്തനം :
Any of the regions of the surface of the Earth loosely divided according to latitude or longitude.
geographical zone, zone