ଅର୍ଥ : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
ଉଦାହରଣ :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
ଉଦାହରଣ :
ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
ଅନ୍ୟ ଭାଷାରେ ଅନୁବାଦ :
A public meeting or assembly for open discussion.
forumଅର୍ଥ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
ଉଦାହରଣ :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଶେଷ ମତ ଉପରେ ସମର୍ଥନ କରୁଥିବା ଲୋକଙ୍କ ସମାହାର
ଉଦାହରଣ :
ଆପଣ କେଉଁ ଦଳର ?
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ଉଦାହରଣ :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
ସମକକ୍ଷ : ଆଲୋଚନା, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
ଅନ୍ୟ ଭାଷାରେ ଅନୁବାଦ :
किसी तथ्य, विषय, पुस्तक आदि की विशेष तथा विस्तृत रूप से की जानेवाली चर्चा।
वहाँ हिन्दू समाज के उत्थान के ऊपर परिचर्चा की जा रही है।An exchange of views on some topic.
We had a good discussion.