ଅର୍ଥ : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
ଉଦାହରଣ :
ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
ଅନ୍ୟ ଭାଷାରେ ଅନୁବାଦ :
A public meeting or assembly for open discussion.
forumଅର୍ଥ : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ଉଦାହରଣ :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
ସମକକ୍ଷ : ଆଲୋଚନା, ଗୋଷ୍ଠୀ, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ
ଅନ୍ୟ ଭାଷାରେ ଅନୁବାଦ :
किसी तथ्य, विषय, पुस्तक आदि की विशेष तथा विस्तृत रूप से की जानेवाली चर्चा।
वहाँ हिन्दू समाज के उत्थान के ऊपर परिचर्चा की जा रही है।An exchange of views on some topic.
We had a good discussion.